ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

ଫଟୋ- ପଦ୍ମଲୋଚନ ମିଶ୍ର

କଟକ(ଏନ୍‌.ଏମ୍‌.): ଓଡିଶା-ମୋ ପରିବାର ଆନୁକୂଲ୍ୟରେ ଆବାହକ ଶ୍ରୀଯୁକ୍ତ ଅରୂପ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅଙ୍ଗଦାନ ଶିବିରର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାରତ ଶରୀର ଓ ଅଙ୍ଗଦାନ ସମିତି ସଭାପତି ଡକ୍ଟର ପ୍ରଭାସ ଆଚାର୍ଯ୍ୟଙ୍କ ସହ ଓଡ଼ିଶା ମୋ ପରିବାରର ଯୁଗ୍ମ ସଂପାଦକ ରୁଦ୍ର ନାରାୟଣ ସାମନ୍ତରାୟ ଏବଂ କଟକ ସହର ଜୀବନବିନ୍ଦୁ ସଂଯୋଜକ ରଞ୍ଜନ କୁମାର ବିଶ୍ୱାଳ ଓ ଅନ୍ୟ ସଦସ୍ୟ ଆଲୋଚନା କରି ଥିଲେ । ଆଗାମୀ ଦିନରେ କିପରି ଅଙ୍ଗଦାନ ସଚେତନତାକୁ ସାରାରାଜ୍ୟରେ ବ୍ୟାପକ କରାଯିବ ସେଥିନିମନ୍ତେ କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ