ରାଜ୍ୟପାଳଙ୍କ ଦ୍ୱାରା ପୁସ୍ତକ ଲୋକାର୍ପିତ

ରାଜ୍ୟପାଳଙ୍କ ଦ୍ୱାରା ପୁସ୍ତକ ଲୋକାର୍ପିତ

ରାଜ୍ୟପାଳଙ୍କ ଦ୍ୱାରା ପୁସ୍ତକ ଲୋକାର୍ପିତ


ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ରାଜଭବନରେ ବରିଷ୍ଠ ଲେଖକ ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ରନାଥ ପ୍ରଧାନଙ୍କ ତିନୋଟି ପୁସ୍ତକ ‘ଗାନ୍ଧୀ ଆସିଥିଲେ ଉତ୍କଳ ବୁଲି’, ‘କର୍ମଯୋଗୀର କରୁଣ କାହାଣୀ’ ଓ ‘ପିଲାଙ୍କ ହିତ କଥାମାଳା-୨’ ଲୋକାର୍ପିତ ହୋଇଯାଇଛି । ଉତ୍ସବରେ ରମାଶଙ୍କର ପଟ୍ଟନାୟକ, ସୁବ୍ରତ ଚୌଧୁରୀ, ଚିନ୍ତାମଣି ମିଶ୍ର, ସଞୟ ପାତ୍ର ଓ ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ ବିଶିଷ୍ଟକବି ରକ୍ଷକ ନାୟକ ଉପସ୍ଥିତ ଥିଲେ । ପ୍ରକଶଥାଉକି ଲେଖକଙ୍କ ଏଯାବତ୍ ଶତାଧିକ ପୁସ୍ତକ ପ୍ରକାଶିତ ହୋଇଛି ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି