ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ; ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ; ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ; ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ


କଟକ(ଏନ୍‌.ଏମ୍‌.): ବିଜେଡିର ବରିଷ୍ଟ ନେତା ତଥା କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡ଼ିଛି । ତାଙ୍କ ଛାତିରେ ଭୀଷଣ ଯନ୍ତ୍ରଣା ହେବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କର ଅସ୍ତ୍ରୋପଚାର କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ତ୍ତୃହରିଙ୍କ ଆରୋଗ୍ୟ କାମନା କରିଥିବା ବେଳେ ପୁତ୍ର ଲୋକ ରଞ୍ଜନଙ୍କଠାରୁ ତାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ପଚାରି ବୁଝିଛନ୍ତି । କିଛିଦିନ ତଳେ ଭର୍ତ୍ତୃହରିଙ୍କ ହୃଦ ସମସ୍ୟା ଦେଖା ଦେଇଥିଲା । ଏହି ଖବର ପ୍ରଚାରିତ ହେବାପରେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ