୭ଦିନ ପର୍ଯ୍ୟନ୍ତ ବାତ୍ୟା ପ୍ରଭାବିତଙ୍କୁ ରିଲିଫ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Slider କୃଷି କ୍ରୀଡା ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୭ଦିନ ପର୍ଯ୍ୟନ୍ତ ବାତ୍ୟା ପ୍ରଭାବିତଙ୍କୁ ରିଲିଫ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର (ଏନ୍‌.ଏମ୍‌.): ସାମୁଦ୍ରିକ ଛଡ଼ ୟାସର ତାଣ୍ଡବ ପରେ ଆଜି ବାତ୍ୟା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଏହି ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ଆସନ୍ତା ୭ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି…

ୟାସ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି: ୨ଜଣଙ୍କ ମୁଣ୍ଡ ନେଲା ବାତ୍ୟା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ

ୟାସ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି: ୨ଜଣଙ୍କ ମୁଣ୍ଡ ନେଲା ବାତ୍ୟା

ଭୁବନେଶ୍ୱର(ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ‘ୟାସ୍’ ଯୋଗୁଁ ରାଜ୍ୟର ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଶେଷ କରି ଉତ୍ତର ଓଡ଼ିଶାରେ ବାତ୍ୟା ଅଧିକ ତାଣ୍ଡବ ରଚିଛି । ବାତ୍ୟା ଯୋଗୁ ୨ଜଣଙ୍କର ମୃତ୍ୟୁ ହେବା ସୂଚନା ମିଳିଥିବାବେଳେ ଏବେ ପୁନରୁଦ୍ଧାର କାର୍ଯ୍ୟ ଜୋରଦାର କରାଯାଉଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ…

ଡ଼ି.ଏ.ଭି ପବ୍ଳିକ ସ୍କୁଲରେ ଥଇଥାନ ବସ୍ତିବାସିନ୍ଦାଙ୍କୁ ସିଏମସି ଖାଇବା ନଦେବାରୁ ଉତ୍ତେଜନା : ମାରୱାଡ଼ି ସମାଜ ପକ୍ଷରୁ ରନ୍ଧାଖାଦ୍ୟ ବିତରଣ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଡ଼ି.ଏ.ଭି ପବ୍ଳିକ ସ୍କୁଲରେ ଥଇଥାନ ବସ୍ତିବାସିନ୍ଦାଙ୍କୁ ସିଏମସି ଖାଇବା ନଦେବାରୁ ଉତ୍ତେଜନା : ମାରୱାଡ଼ି ସମାଜ ପକ୍ଷରୁ ରନ୍ଧାଖାଦ୍ୟ ବିତରଣ

କଟକ(ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ୟାସରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲେ ମଧ୍ୟ ସିଏମସି ଖାଦ୍ୟସାମଗ୍ରୀ ନଦେବା ଭଳି ସାଂଘାତିକ ଅଭିଯୋଗ ଉଠିଛି । ସିଡ଼ିଏ, ସେକ୍ଟର-୬ ସ୍ଥିତ ଡ଼ି.ଏ.ଭି ପବ୍ଳିକ ସ୍କୁଲରେ ସିଏମସି ପକ୍ଷରୁ କାଠଯୋଡ଼ି ବିହାର ସମେତ ପ୍ରାୟ ୪ଟି ବସ୍ତିର ଲୋକମାନଙ୍କୁ ୨୫ ତାରିଖ ରାତିରୁ…

କୋଡ଼ିଡ଼୍-୧୯ ଦ୍ୱିତୀୟ ଲହର କାର୍ଯ୍ୟରତ ଅଙ୍ଗନୱାଡ଼ି ପରିଦର୍ଶିକା, କର୍ମୀ ଓ ସହାୟିକାଙ୍କ ମୃତୁ୍ୟ ପାଇଁ ସରକାରଙ୍କ ଆର୍ଥିକ ଅନୁକମ୍ପା ରାଶି ଘୋଷଣା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କୋଡ଼ିଡ଼୍-୧୯ ଦ୍ୱିତୀୟ ଲହର କାର୍ଯ୍ୟରତ ଅଙ୍ଗନୱାଡ଼ି ପରିଦର୍ଶିକା, କର୍ମୀ ଓ ସହାୟିକାଙ୍କ ମୃତୁ୍ୟ ପାଇଁ ସରକାରଙ୍କ ଆର୍ଥିକ ଅନୁକମ୍ପା ରାଶି ଘୋଷଣା

କଟକ(ଏନ୍‌.ଏମ୍‌.): କୋଭିଡ଼୍-୧୯ ଦ୍ୱିତୀୟ ଲହରରେ କାର୍ଯ୍ୟରତ ଅଙ୍ଗନୱାଡ଼ି ପରିଦର୍ଶିକା, କର୍ମୀ ଓ ସହାୟିକାମାନଙ୍କ ମୃତୁ୍ୟ ହେଲେ ସେମାନଙ୍କ ପରିବାର ଓ ନିକଟତର ସମ୍ପର୍କୀୟମାନଙ୍କୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ଓଡ଼ିଶା ସରକାର ଘୋଷଣା କରିଛନ୍ତି । ଏଠାରେ ପ୍ରକାଶ ଥାଉ କି, ପୂର୍ବରୁ…