ସହରରେ ଥିବା କୋଭିଡ ହସ୍ପିଟାଲରେ ୨୪ ଘଣ୍ଟିଆ ହେଲ୍ପ ଡେକ୍ସ

ସମ୍ପର୍କୀୟ ପାଇପାରିବେ ରୋଗୀଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ କଟକ(ଏନ୍.ଏମ୍.): ସହରରେ ଥିବା ବିଭିନ୍ନ କୋଭିଡ ହସ୍ପିଟାଲରେ ରୋଗୀଙ୍କ ଟିକିନିକି ଖବର ସେମାନଙ୍କ ସମ୍ପର୍କୀୟ ମାନେ ପାଇ ପାରିବେ । ପୂର୍ବରୁ ରୋକୀଙ୍କ ସମ୍ପର୍କୀୟ ମାନେ ତଥ୍ୟ ପାଇବା ଲାଗି ହନନ୍ତସନ୍ତ ହେବାକୁ ପଡୁଥିଲା । ଏବେ ଆଉ ହନ୍ତସନ୍ତ ହେବାକୁ ପଡିବ ନାହିଁ । ସୁବିଧାରେ ରୋଗୀଙ୍କ ତଥ୍ୟ ପାଇବେ । ଏଥିଲାଗି ସିଏମସି ପକ୍ଷରୁ ପ୍ରତି କୋଭିଡ ହସ୍ପିଟାଲରେ ୨୪ଘଣ୍ଟିଆ ହେଲ୍ପ ଡେକ୍ସର ବ୍ୟବସ୍ଥା କରାଯିବା…

Read More

ମହାମାରୀ, ବାତ୍ୟା ସମୀକ୍ଷା ସହ ରୂପାନ୍ତର ନିମନ୍ତେ ଜିଲ୍ଳାପାଳଙ୍କ ୫ଟି ବିଦ୍ୟାଳୟ ପରିଦର୍ଶନ

କଟକ(ଏନ୍.ଏମ୍.): ଜିଲ୍ଲାରେ କୋଭିଡ ମହାମାରୀ ତଥା ୟାସ ବାତ୍ୟା ମୁକବିଲା ନିମନ୍ତେ ଜିଲ୍ଳାପାଳ ଭବାନୀ ଶଙ୍କର ଚୟନୀଙ୍କ ପ୍ରତ୍ୟେହ ତତ୍ତ୍ୱାବଧାନରେ ପ୍ରଶାସନିକ କାର୍ଯ୍ୟ ସଫଳ ହୋଇପାରିଛି ବୋଲି ସୂଚନା ମିଳିଛି । ବର୍ତ୍ତମାନ ଜିଲ୍ଲାରେ ବିଶେଷ କରି ଗ୍ରାମାଞ୍ଚଳମାନଙ୍କରେ ଜିଲ୍ଳାପାଳଙ୍କ ନିଦେ୍ର୍ଧଶରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବା ଦ୍ୱାରା ପ୍ରାୟତଃ ହଜାରେରୁ ଉର୍ଦ୍ଧ୍ୱ ବହୁତ ଗ୍ରାମ ଏବେବି କରୋନା ପ୍ରଭାବରୁ ବଞ୍ଚôତ ହୋଇ ଗ୍ରୀନ ଜୋନରେ ରହିଛନ୍ତି ବୋଲି…

Read More

ନୀଳମଣି ବିଶ୍ୱାଳଙ୍କ ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି

କଟକ (ଏନ୍.ଏମ୍.) : ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ବାପା ସ୍ୱର୍ଗତ ନୀଳମଣି ବିଶ୍ୱାଳଙ୍କ ଏକାଦଶାହ ଉପଲକ୍ଷେ ମହାନଦୀ ବିହାରସ୍ଥିତ ବାସଭବନଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଶ୍ରଦ୍ଧାଞ୍ଜଳି ସଭାରେ ସ୍ୱର୍ଗତ ବିଶ୍ୱାଳଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନିରବ ପାର୍ଥନା କରାଯାଇଥିଲା । ପରେ ପରେ ଗୀତା, ବାଇବେଲ, କୋରାନ ଆଦି ପାଠ କରାଯାଇଥଲା । ଉକ୍ତ ସଭାରେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇ ସ୍ୱର୍ଗତ ବିଶ୍ୱାଳଙ୍କ ଜୀବନୀ…

Read More

ମୁଖ୍ୟମନ୍ତ୍ରୀ କେଜିରୱାଲଙ୍କ ଘୋଷଣା ଦିଲ୍ଲୀରେ ଆରମ୍ଭ ହେବ ତାଲା ଖୋଲିବା ପ୍ରକ୍ରିୟା

ନୂଆଦିଲ୍ଲୀ(ଏଜେନ୍ସି): ରାଜଧାନୀ ନୂଆଦିଲ୍ଲୀ ପ୍ରଥମେ କରୋନା ସଂକ୍ରମିତ ସଂଖ୍ୟା ହୁହୁ ହୋଇ ବଢ଼ିବା ସହ ଅଣାୟତ ପରିସ୍ଥିତି ସୃଷ୍ଟି ହେବାରୁ ସରକାର ଓ ପ୍ରଶାସନ ପକ୍ଷରୁ ଲକ୍ଡାଉନ ଜାରି କରାଯାଇଥିଲା । ତେବେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହେବା ନେଇ ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘୋଷଣା କରିଛନ୍ତି । ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିବା ପରେ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି । ବହୁ ଉଦ୍ୟମ…

Read More

କମ୍ପାନୀ ପକ୍ଷରୁ କରୋନା ଔଷଧ ‘ଟୁ-ଡିଜି’ର ମୂଲ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ (ଏଜେନ୍ସି): ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା ଡିଆରଡିଓ ଏବଂ ଅନ୍ୟତମ ଫାର୍ମା କମ୍ପାନୀ ଡକ୍ଟର ରେଡିସର ମିଳିତ ସହଯୋଗରେ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଟୁ-ଡିଜିର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି । ଗୋଟିଏ ସକେଟ୍ ଟୁ-ଡିଜି ଔଷଧର ଦାମ୍ ୯୯୦ ଟଙ୍କା କମ୍ପାନୀ ପକ୍ଷରୁ ରଖାଯାଇଛି । ତେବେ ସରକାରୀ ହସ୍ପିଟାଲ ଦ୍ୱାରା ଏହି ଔଷଧକୁ ରିହାତିରେ ଯୋଗାଇ ଦିଆଯିବ ବୋଲି କୁହାଯାଇଛି । ମେ’ ୨୧ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ…

Read More

ବାତ୍ୟା ୟାସରେ କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ଓଡ଼ିଶା ଦୀର୍ଘ ସୂତ୍ରୀ ବ୍ୟବସ୍ଥା ପାଇଁ ଦାବି ଉଠାଇଲେ ନବୀନ

୫୦୦କୋଟି ଟଙ୍କାର ସହାୟତା ଘୋଷଣା କଲେ ନରେନ୍ଦ୍ର ମୋଦୀ ଭୁବନେଶ୍ୱର (ଏନ୍.ଏମ୍.): ବାତ୍ୟା ୟାସ କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ଓଡିଶା ଓ ପଶ୍ଚମିବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚô ସମୀକ୍ଷା ବୈଠକରେ ଯୋଗଦେଇଥିଲେ । ଦୀର୍ଘ ୧ ଘଣ୍ଟା ଧରି ବୈଠକରେ ବାତ୍ୟା ସଂକ୍ରାନ୍ତୀୟ କ୍ଷୟକ୍ଷତିର ଆଲୋଚନା ହୋଇଥିଲା । ଏହି ବୈଠକରେ ଆଲୋଚନାବେଳେ ଓଡ଼ିଶା ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହୁଁଥିବା…

Read More