ବାତ୍ୟା ଯୋଗୁଁ ସରୁକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରଶାସନକୁ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଏନ୍.ଏମ୍.): ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କୁ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ କରି କହିଛନ୍ତି ଯେ ଆମେ ଏକା ସମୟରେ ଦୁଇଟି ବଡ ବିପଦ କୋଭିଡ ଓ ବାତ୍ୟା ୟାସର ସାମ୍ନା କରୁଛେ ।…