ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ
ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ କଟକ(ଏନ୍.ଏମ୍.): ହାଇକୋର୍ଟ ଛକ ସ୍ଥିତ ଏକ ଔଷଧ ଗୋଦାମ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ଅଗ୍ନିକାଣ୍ଡ ଯୋଗୁଁ ଗୋଦାମରେ ଥିବା ବିଭିନ୍ନ ମୂଲ୍ୟବାନ ଔଷଧ ଜଳି ପୋଡି ପାଉଁଶ ହୋଇଯାଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ…








