ପରଲୋକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ
ପରଲୋକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ ଭୁବନେଶ୍ୱର (ଏନ୍.ଏମ୍.): ୯୦ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହଙ୍କ ୮୪ ବର୍ଷ ବୟସରେ ଆଜି ତାଙ୍କର ପରଲୋକ ହୋଇ ଯାଇଛି । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କର…






