ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ ଶିବିର
ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ ଶିବିର କଟକ(ଏନ୍.ଏମ୍): ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଅମୃତ ଧାରା ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି ରାଜ୍ୟରେ ମହାମାରୀ କରୋନା ବ୍ୟାପୁଥିବାବେଳେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଯେଭଳି ରକ୍ତ ସଂକଟ ସୃଷ୍ଟି ନହେବ ସେଥିପାଇଁ କଂଗ୍ରେସ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ପୁରୀଘାଟ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅମୃତଧାରାର ଅଧ୍ୟକ୍ଷ ତଥା ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ…
