ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ
ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ କଟକ(ଏନ୍.ଏମ୍.): ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜର ସାଧାରଣ ସମ୍ପାଦକ ମୀନାକ୍ଷୀ ଦେବୀଙ୍କର ଆଜି ସଂଧ୍ୟା ୬ଟା ସମୟରେ ଦେହାନ୍ତ ହୋଇଯାଇଛି । ରାଜାବଗିଚା ଚକୋଲେଟ୍ଲେନ୍ସ୍ଥିତ ବାସଗୃହରେ ସେ ହଠାତ୍ ପଡ଼ିଯାଇଥିଲେ । ତାଙ୍କୁ ତୁରନ୍ତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜକୁ ନିଆଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଯାଇଛି ବୋଲି ଡାକ୍ତର ସୂଚନା ଦେଇଥିଲେ । ନିକଟରେ ତାଙ୍କର ସ୍ୱାମୀ ଶଶିଭୂଷଣ ତ୍ରିପାଠୀ ଉପସ୍ଥିତ ଥିଲେ । ତାଙ୍କ…
