ଦକ୍ଷିଣ ଆଫ୍ରିକାରେ ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ୭ବର୍ଷ ଜେଲ ଦଣ୍ଡ
ଦକ୍ଷିଣ ଆଫ୍ରିକାରେ ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ୭ବର୍ଷ ଜେଲ ଦଣ୍ଡ ନୂଆଦିଲ୍ଲୀ (ଏଜେନ୍ସି): ଭାରତକୁ ସ୍ୱାଧୀନ କରିବାରେ ମୁଖ୍ୟ ଭୂମିକା ନେଇଥିବା ଏବଂ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରେ ବର୍ଣ୍ଣ ବୈଷମ୍ୟବାଦର ବିଲୋପ ପାଇଁ ମଧ୍ୟ ଲଢେଇ କରିଥିବାବେଳେ ଏବେ ତାଙ୍କ ଅଣନାତୁଣୀ ସେହି ଦକ୍ଷିଣ ଆଫ୍ରିକାରେ ଜାଲିଆତି ଓ ଠକେଇ ଅଭିଯୋଗରେ ସାତବର୍ଷ କାରାଦଣ୍ଡରେ ଦଣ୍ଡିତ ହୋଇଛନ୍ତି । ଗାନ୍ଧିଜୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନ (୫୬) ୬ ନିୟୁତ ର୍ୟାଣ୍ଡ୍ ଜାଲିଆତି…
