ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ କଲା ବୋର୍ଡ଼ : ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା
ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ କଲା ବୋର୍ଡ଼ : ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା କଟକ (ଏନ୍.ଏମ୍.): ଚଳିତବର୍ଷର ପ୍ରକାଶିତ ମାଟ୍ରିକ ଫଳକୁ ନେଇ ଅସନ୍ତୋଷ ବ୍ୟକ୍ତ କରୁଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆଜି ଅଫଲାଇନ୍ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ଆସନ୍ତା ୩୦ରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଅଫଲାଇନ ପରୀକ୍ଷା କରାଯିବ ବୋଲି ବୋର୍ଡ଼ ପକ୍ଷରୁ କୁହାଯାଇଛି । କୋଭିଡ଼ ନିୟମ ଅନୁପାଳନ କରାଯାଇ ପ୍ରତ୍ୟେକ ଦିନ…
