ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ସମୀକ୍ଷାକଲେ ଫାଇଭ୍-ଟି ସଚିବ
ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ସମୀକ୍ଷାକଲେ ଫାଇଭ୍-ଟି ସଚିବ କଟକ(ଏନ୍.ଏମ୍.): ଆଜି କଟକ ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର କାର୍ଯ୍ୟର ଫାଇଭ୍-ଟି ସଚିବ ଭିକେ ପାଣ୍ଡିଆନ୍ ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ କରିବା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି । ଏହି ପରିପ୍ରେକ୍ଷୀରେ କଟକ ସହରର ବିକାଶ ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି । ତାଳଦଣ୍ଡା କେନାଲର ପୁନରୁଦ୍ଧାର ଓ…
