ଆସନ୍ତା ଅଗଷ୍ଟ ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା
ଆସନ୍ତା ଅଗଷ୍ଟ ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା କଟକ(ଏନ୍.ଏମ୍.): ଆସନ୍ତା ଅଗଷ୍ଟ ୨୭ ତାରିଖରେ ହେବ ଓଏଏସ୍ ପ୍ରିଲିମ୍ ପରୀକ୍ଷା । ଏ ନେଇ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ପରୀକ୍ଷା ହେବ । ଓପିଏସସି ପକ୍ଷରୁ…





