ଭାରତୀୟ ମଜଦୁର ସଂଘର ୬୭ତମ ପ୍ରତିଷ୍ଠା ଦିବସ
ଭାରତୀୟ ମଜଦୁର ସଂଘର ୬୭ତମ ପ୍ରତିଷ୍ଠା ଦିବସ କଟକ(ଏନ୍.ଏମ୍.) : ଭାରତୀୟ ମଜଦୁର ସଂଘର ୬୭ତମ ପ୍ରତିଷ୍ଠା ଦିବସ କୋଭିଡ଼୍ କଟକଣା ନିୟମାନୁଯାୟୀ କଟକ ସି.ଡି.ଏ.ସ୍ଥିତ ସଂଘ କାର୍ଯ୍ୟାଳୟଠାରେ କଟକ ଜିଲ୍ଲା ସଭାପତି ଗୌରାଙ୍ଗ ଚରଣ ରଥଙ୍କ ଅଧ୍ୟାକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ୧୯୫୫ ମସିହା ଜୁଲାଇ ମାସ ୨୩ ତାରିଖ ଦିନ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ଦତ୍ତୋପନ୍ଥ ଠେଙ୍ଗଡ଼ୀଜୀ ଶ୍ରମିକମାନଙ୍କୁ ଶୃଙ୍ଖଳିତ ଏବଂ ସଂଗଠିତ କରି ଶ୍ରମିକମାନଙ୍କୁ ନ୍ୟାୟ ଦେବାପାଇଁ ମଧ୍ୟପ୍ରଦେଶର ଭୋପାଳଠାରେ ଭାରତୀୟ…
