ଜର୍ଣ୍ଣାଲିଷ୍ଟ ଡେଭେଲପମେଣ୍ଟ କାଉନସିଲ ଅଫ ଇଣ୍ଡିଆ ଓ ରୋଟାରି କ୍ଲବ ପକ୍ଷରୁ ବୃକ୍ଷରୋପଣ ଅଭିଯାନ

ଜର୍ଣ୍ଣାଲିଷ୍ଟ ଡେଭେଲପମେଣ୍ଟ କାଉନସିଲ ଅଫ ଇଣ୍ଡିଆ ଓ ରୋଟାରି କ୍ଲବ ପକ୍ଷରୁ ବୃକ୍ଷରୋପଣ ଅଭିଯାନ ଭୁବନେଶ୍ୱର (ଏନ୍‌.ଏମ୍‌.): ଜର୍ଣ୍ଣାଲିଷ୍ଟ ଡେଭେଲପମେଣ୍ଟ କାଉନସିଲ ଅଫ ଇଣ୍ଡିଆ (ଜେ .ଡି ସି .ଆଇ ) ସମଗ୍ର ଦେଶର ସାମ୍ବାଦିକ ମାନଙ୍କର ସମୂହ ସ୍ୱାର୍ଥ ସାଧନ ଓ ସାମଗ୍ରିକ କଲ୍ୟାଣ ପାଇଁ ଅଭିପ୍ରେତ ବୋଲି ଏହାର ଜାତୀୟ ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ତଥା ବିଶ୍ୱ ଓଡ଼ିଶା ସମାଜର ଅଧ୍ୟକ୍ଷ କିଶୋର ଦ୍ୱିବେଦୀ ମତ ପ୍ରକାଶ କରିଛନ୍ତି । ଭାରତର ସମସ୍ତ ସାମ୍ବାଦିକ…

Read More

ହାଇଦରର ଖେଳ ଖତମ: ଏନକାଉଟର ଯୋଗୁଁ ମୃତ୍ୟୁ ବାଲେଶ୍ୱର/ କଟକ(ଏନ୍‌.ଏମ୍‌.): ଏନ୍ କାଉଣ୍ଟର ଯୋଗୁଁ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ ହୋଇଛି । ଆଜି ସୁରକ୍ଷାକର୍ମୀଙ୍କୁ ଚକମା ଦେଇ ଖସି ଯାଉଥିବା ବେଳେ ତାକୁ ଏନକାଉଣ୍ଟର କରାଯାଇଥିଲା । ତେବେ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଚିକିତ୍ସା କରାଯାଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି । ରକ୍ତଜୁଡ଼ୁବୁଡ଼ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରଯାଇ ଥିଲା । ହାଇଦର ଷ୍ଟ୍ରେଚରରେ ପଡ଼ିରହିଥିବାବେଳେ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ କଡ଼ା ସୁରକ୍ଷା…

Read More

ପୁଲିସର ଏନକାଉଣ୍ଟର: ପରିସ୍ରା ବାହାନାରେ ଖସିବାକୁ ଚେଷ୍ଟା କରିଥିଲା ହାଇଦର

ପୁଲିସର ଏନକାଉଣ୍ଟର: ପରିସ୍ରା ବାହାନାରେ ଖସିବାକୁ ଚେଷ୍ଟା କରିଥିଲା ହାଇଦର କଟକ(ଏନ୍‌.ଏମ୍‌.): ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର କରାଯାଇଛି । ପରିସ୍ରା ବାହାନାରେ ସେ ଖସିଯିବାକୁ ଚେଷ୍ଟା କରିଥିବାବେଳେ ସାଥିରେ ଥିବା ଏସ୍କଟ ପୁଲିସ ଗୁଳି ମାରିବାକୁ ବାଧ୍ୟ ହୋଇଥିଲା । ହାଇଦର ଚୌଦ୍ୱାର ଜେଲରେ ଥିବାବେଳେ ସୁରକ୍ଷା ଦୃଷ୍ଟିରୁ ତାକୁ ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିଲା । ତେବେ ପୁଲିସ କବ୍‌ଜାରୁ ଖସି ପଳାଉଥିବା ବେଳେ ହାଇଦର ଏନକାଉଣ୍ଟର ହୋଇଥିବା କଟକ ଡିସିପି ପ୍ରତୀକ ସିଂହ କହିଛନ୍ତି…

Read More

ସ୍ୱୟଂସହାୟକ ଗୋଷ୍ଠୀର ଅର୍ଥ ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ

ସ୍ୱୟଂସହାୟକ ଗୋଷ୍ଠୀର ଅର୍ଥ ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ ନରସିଂହପୁର (ଏନ.ଏମ): ରାଜ୍ୟରେ ଏବେ ଦୁର୍ନୀତି ବୃଦ୍ଧି ପାଇଥିବାବେଳେ ଏହାକୁ ନିବାରଣ କରିବା ନିମନ୍ତେ ଦୁର୍ନୀତି ନିବାରଣ ବିଭାଗର ତତ୍ପରତା ପ୍ରକାଶ ପାଇଛି । ଏହି ଅବସରରେ ନରସିଂହପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ରହିଥିବା ଓଡିଶା ଜୀବିକା ମିଶନ କାର୍ଯ୍ୟାଳୟରେ ସ୍ୱୟଂ ସହାୟକ ଗୋଷ୍ଟୀର ଅର୍ଥ ଅନିୟମିତତାକୁ ନେଇ କଟକ ଭିଜିଲାନ୍ସ ଅଧିକାରୀଙ୍କ ତଦନ୍ତ ଆରମ୍ଭ ହୋଇଛି । ସୂଚନା ଅନୁଯାୟୀ ମା’ ପ୍ରଗଳା ସ୍ୱୟଂ ସହାୟକ…

Read More

ହିନ୍ଦୁସେନା ପକ୍ଷରୁ ଚୌଦ୍ୱାରରେ ରକ୍ତଦାନ ଶିବିର

ହିନ୍ଦୁସେନା ପକ୍ଷରୁ ଚୌଦ୍ୱାରରେ ରକ୍ତଦାନ ଶିବିର ଚୌଦ୍ୱାର (ଏନ୍‌.ଏମ୍‌.): ସମ୍ପ୍ରତି କରୋନା ଚିକିତ୍ସା ପାଇଁ ରକ୍ତର ଯଥେଷ୍ଟ ଆବଶ୍ୟକତା ଥିବାବେଳେ ରକ୍‌ତ ସଂକଟ ସୃଷ୍ଟି ହୋଇଛି । ବିଶେଷ କରି ପୋଷ୍ଟ କୋଭିଡ ରୋଗୀଙ୍କ ପାଇଁ ରକ୍ତର ଆବଶ୍ୟକତା ଥିବାବେଳେ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତ ମିଳୁନାହିଁ । ତେଣୁ ଏହି ରକ୍ତ ସଂକଟକୁ ଦୂର କରିବା ପାଇଁ ଅଣ୍ଟା ଭିଡିଛି ହିନ୍ଦୁସେନା । ଏହି ପରିପ୍ରେକ୍ଷୀରେ ଆଜି ଚୌଦ୍ୱାର ସ୍ଥିତ କୟଳପଡ଼ା ଗ୍ରାମପଞ୍ଚାୟତ ବାଲୁଙ୍କେଶ୍ୱର ମନ୍ଦିର…

Read More