କଟକରେ ଅତ୍ୟାଧୁନିକ ରେଳ ଷ୍ଟେସନ ପାଇଁ ପ୍ରସ୍ତୁତ ହେବ ବ୍ଲୁ ପ୍ରିଣ୍ଟ: ଡିଆରଏମ
କଟକରେ ଅତ୍ୟାଧୁନିକ ରେଳ ଷ୍ଟେସନ ପାଇଁ ପ୍ରସ୍ତୁତ ହେବ ବ୍ଲୁ ପ୍ରିଣ୍ଟ: ଡିଆରଏମ କଟକ (ଏନ୍.ଏମ୍.): କଟକ ରେଳଷ୍ଟେସନକୁ ଅତ୍ୟାଧୁନିକ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନେତୃତ୍ୱ ନେବା ପରେ ବିଭିନ୍ନ ଷ୍ଟେସନ ମାନଙ୍କରେ ଉନ୍ନତିକରଣ ଲାଗି ଯୋଜନା ପ୍ରସ୍ତୁତ ହୋଇଛି । କେନ୍ଦ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ କଟକରେ ଥିବା ରେଳ ଷ୍ଟେସନର ଉନ୍ନତିକରଣ ଓ ଆଧୁନିକକରଣ ଲାଗି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଥିବା ଖୋର୍ଦ୍ଧା ରୋଡ ଡିଆରଏମ…
