ମଙ୍ଗୁଳିରେ ଡେଙ୍ଗୁ ସଚେତନତା

ମଙ୍ଗୁଳିରେ ଡେଙ୍ଗୁ ସଚେତନତା ଟାଙ୍ଗୀ-ଚୌଦ୍ୱାର(ଏନ୍‍.ଏମ୍‍.): ବ୍ୟବସାୟିକ ଓ ପରିବହନ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଥିବା ଟାଙ୍ଗୀ ଥାନା ମଙ୍ଗୁଳି ଅଞ୍ଚଳରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମଙ୍ଗୁଳି-ନିର୍ଗୁଣ୍ଡି ଟ୍ରକ ମାଲକ ସଂଘ ସଭାପତି ତଥା ବିଜେଡ଼ି ପଞ୍ଚାୟତ ସଭାପତି ନରେନ୍ଦ୍ର କୁମାର ରାଉତରାୟଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଟାଙ୍ଗୀ-ଚୌଦ୍ୱାର ତହସିଲଦାର ନିରଞ୍ଜନ ମଲ୍ଲିକ ମୁଖ୍ୟ ଅତିଥି ଓ ଟାଙ୍ଗୀଥାନା ଭାରପ୍ରାପ୍ତ ଆରକ୍ଷୀ ନିରୀକ୍ଷକ ସୁଚିତ୍ରବିର୍ଯ୍ୟ ଦାସ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ ।…

Read More

ପାଣିରେ ବୁଡ଼ି ଶ୍ରମିକ ମୃତ

ପାଣିରେ ବୁଡ଼ି ଶ୍ରମିକ ମୃତ ଟାଙ୍ଗୀ-ଚୌଦ୍ୱାର(ଏନ୍‍.ଏମ୍‍.): ବୁଧବାର ଅପରାହ୍ନରେ ପାଣିରେ ବୁଡ଼ି ଟାଙ୍ଗୀ-ଚୌଦ୍ୱାର ବ୍ଲକ ଉଚ୍ଚପଦା ପଞ୍ଚାୟତ ତଥା ଟାଙ୍ଗୀଥାନା ମଣିଆ ଗ୍ରାମର ଜଣେ ଶ୍ରମିକ ପ୍ରାଣ ହରାଇଛନ୍ତି । ମୃତ ଶ୍ରମିକ ଜଣକ ସ୍ଥାନୀୟ ଶବରପଲ୍ଲୀର ଅଶୋକ ଦେହୁରୀ ଓରଫ ବହ୍ଲା(୫୦) ବୋଲି ଜଣାପଡ଼ିଛି । ଶୌଚ ନିମନ୍ତେ ଗ୍ରାମ ନିକଟସ୍ଥ ପଥର ଖାଦାନକୁ ଆସି ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ଯାଇଥିଲେ । ଖବରପାଇ ଚୌଦ୍ୱାରରୁୁ ଦମକଳ ବାହିନୀ ପହଞ୍ଚି ଦୀର୍ଘ ସମୟ ଖୋଜାଖୋଜି…

Read More