ବାରବାଟୀ-କଟକ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ବାରବାଟୀ-କଟକ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା କଟକ(ଏନ୍‌.ଏମ୍‌.): ବାରବାଟୀ-କଟକ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ସ୍ଥାନୀୟ ଓସିଏ ସମ୍ମିଳନୀ କକ୍ଷ ଠାରେ ପୂର୍ବତନ ବିଧାୟକ ତଥା ଫାଓର ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ କଟକ ସହରରେ ହେବାକୁ ଥିବା ମଲ୍ଟିପ୍ରପୋଜ ଇଣ୍ଡୋର ଷ୍ଟାଡ଼ିୟମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆନ୍ତରିକ ଶୁଭେଚ୍ଛା ଓ କୃତଜ୍ଞତା ଜଣାଇଛନ୍ତି । ଏଥିରେ ବିଶିଷ୍ଟ କ୍ରୀଡ଼ାବିତ ଭକ୍ତ ବଲ୍ଲଭ ଦାସ, ଅଭିଜିତ ପାଲ, ଦିଲ୍ଲୀପ କୁମାର ସାହୁ, ପୂର୍ବତନ କର୍ପୋରେଟର…

Read More

ଏସସିବି ହେପାଟୋଲୋଜି ବିଭାଗରେ ଲିଫ୍ଟ ଉଦ୍‌ଘାଟନ

ଏସସିବି ହେପାଟୋଲୋଜି ବିଭାଗରେ ଲିଫ୍ଟ ଉଦ୍‌ଘାଟନ କଟକ(ଏନ୍‌.ଏମ୍‌.): କଟକ ବଡ଼ମେଡ଼ିକାଲ (ଏସସିବି)କୁ ବିଶ୍ୱସ୍ତରୀୟ କରିବା ପାଇଁ ଓଡ଼ିଶା ସରକାରଙ୍କ ୫ଟି ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗ ତତ୍ପର ହୋଇ ଉଠିଛି । ଏଥି ପାଇଁ ମେଡ଼ିକାଲର ବିଭିନ୍ନ ବିଭାଗର ଉନ୍ନତି, ନୂତନ ଯନ୍ତ୍ରପାତି କିଣା ଆଦି ଆରମ୍ଭ ହୋଇଛି । ଉନ୍ନତି ଚିକିତ୍ସାସେବା ଯୋଗାଇଦେବା ନିମନ୍ତେ ରାଜ୍ୟସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଏସସିବିର ହେପାଟୋଲୋଜି (ଲିଭର ବିଭାଗ)ର ନୂତନ…

Read More

ଅପରାଧ ବିଧି ବିଜ୍ଞାନାଗାରର ନୂତନ ଅତ୍ୟାଧୁନିକ ଅଟ୍ଟାଳିକା ଉଦ୍‌ଘାଟିତ

ଅପରାଧ ବିଧି ବିଜ୍ଞାନାଗାରର ନୂତନ ଅତ୍ୟାଧୁନିକ ଅଟ୍ଟାଳିକା ଉଦ୍‌ଘାଟିତ ଭୁବନେଶ୍ୱର(ଏନ୍‌.ଏମ୍‌.): ରସୁଲଗଡରେ ରାଜ୍ୟ ଅପରାଧ ବିଧି ବିଜ୍ଞାନାଗାରର ଏକ ନୂତନ ଅତ୍ୟାଧୁନିକ ଅଟ୍ଟାଳିକା ଉଦ୍‌ଘାଟିତ ହୋଇଯାଇଛି । ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଅଟ୍ଟାଳିକାକୁ ଉଦ୍‌ଘାଟନ କରିଥିଲେ । ଏହି ଉତ୍ସବରେ ସି.ଆଇ.ଡି., ସିବି, ଅତିରିକ୍ତ ପୁଲିସ ମହା ନିର୍ଦ୍ଦିଶକ ସଂଜୀବ ପଣ୍ଡା, ରାଜ୍ୟ ଅପରାଧ ନଥି ସଂସ୍ଥାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର, ରାଜ୍ୟ ଅପରାଧ ବିଧି ବିଜ୍ଞାନାଗାରର…

Read More

ରାଜଧାନୀରେ ଯୁବତୀଙ୍କ ଉପରକୁ ଏସିଡ ମାଡ଼

ରାଜଧାନୀରେ ଯୁବତୀଙ୍କ ଉପରକୁ ଏସିଡ ମାଡ଼ ଭୁବନେଶ୍ୱର (ଏନ୍‌.ଏମ୍‌.): ଲଜ୍ଜା ! ଘୋର ଲଜ୍ଜା!! ସମ୍ପ୍ରତି ନାରୀମାନଙ୍କ ସୁରକ୍ଷା ପାଇଁ ସରକାରଙ୍କ ଠାରୁ ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ପର୍ଯ୍ୟନ୍ତ ଦୁନ୍ଦୁଭି ବଜାଉଥିବାବେଳେ ନାରୀ ଉପରେ ଚାଲିଥିବା ଅତ୍ୟାଚାରର ବିଷୟ ଗୋଟିଏ ପରେ ଗୋଟିଏ ବଢ଼ିଚାଲିଛି । ସରକାର ଓ ପ୍ରଶାସନର ଶତଚେଷ୍ଠା ସତ୍ତ୍ୱେ ନାରୀ ଆଜି ଅସହାୟ ହୋଇପଡ଼ିଛି । ଯେଉଁ ଦେଶ ନାରୀ ପାଇଁ ସ୍ୱତନ୍ତ୍ର ସମ୍ମାନ ଦେଇ ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି…

Read More

କୋଟିଆରେ ଥମୁନି ବିବାଦ: ସୀମା ପାଇଁ ଶିକ୍ଷାକୁ ଆୟୁଧ କରିଛି ଆନ୍ଧ୍ର

କୋଟିଆରେ ଥମୁନି ବିବାଦ: ସୀମା ପାଇଁ ଶିକ୍ଷାକୁ ଆୟୁଧ କରିଛି ଆନ୍ଧ୍ର କୋରାପୁଟ(ଏନ୍‌.ଏମ୍‌.): କୋଟିଆରେ ସୀମାକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ବିବାଦ ଚାଲିଥିବା ବେଳେ ଥମିବାର ନାଁ ଧରୁନି । ସୀମା ବିବାଦ ପରେ ଏବେ ଶିକ୍ଷାରେ ସଂରକ୍ଷଣକୁ ନେଇ ବିବାଦ ଦେଖାଦେଇଛି । କୋଟିଆ ପିଲାଙ୍କ ପାଇଁ ଆନ୍ଧ୍ର ବିଦ୍ୟାଳୟରେ ସ୍ଥାନ ସଂରକ୍ଷଣ ଦାବି କରିଛନ୍ତି ଗଂଜେଇପଦରର ଆନ୍ଧ୍ର ସରକାରଙ୍କ ଦ୍ୱାରା ନିର୍ବାଚିତ ସରପଞ୍ଚ । ଏନେଇ ସରପଞ୍ଚ ଆନ୍ଧ୍ର ସରକାରଙ୍କୁ ଏକ…

Read More