କଟକ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର କ୍ଷେତ୍ର ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ
କଟକ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର କ୍ଷେତ୍ର ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ କଟକ(ଏନ୍.ଏମ୍.): ଜିଲ୍ଲାରେ ପର୍ଯ୍ୟଟନର ବିକାଶ ସହିତ ଆର୍ଥିକ ବିକାଶକୁ ଅଗ୍ରାଧିକାର ଦିଆଯାଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ପାଇଁ ନିଷ୍ପତ୍ତି ନିଆଯାଇଛି । କେତେକ ପ୍ରକଳ୍ପ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବାବେଳେ ଆଉ କିଛି ପ୍ରକଳ୍ପ ଖୁବ ଶିଘ୍ର ଆରମ୍ଭ ହେବାକୁ ଯାଉଛି । ତେବେ ଏହି ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଧାରାକୁ ନେଇ ମୁଖ୍ୟ ଶାସନ…
