ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭି.ଡି.ଓ କନ୍ଫରେନ୍ସିଂ ବୈଠକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭି.ଡି.ଓ କନ୍ଫରେନ୍ସିଂ ବୈଠକ କଟକ(ଏନ୍.ଏମ୍.): ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଆଜି ଅପରାହ୍ନରେ ରାଜ୍ୟର ସମସ୍ତ ଆରକ୍ଷୀ ଅଧିକ୍ଷକ, କଟକ ଓ ରାଉରକେଲାର ରେଳବାଇ ଆରକ୍ଷୀ ଅଧିକ୍ଷକ, ଡି.ସି.ପି ଭୁବନେଶ୍ୱର ଓ ଡି.ସି.ପି କଟକ ଙ୍କ ସମେତ ସମସ୍ତ ରେଂଜ ଆଇ.ଜି ଓ ଡି.ଆଇ.ଜି ମାନଙ୍କ ସହ ଭିଡିଓ କନଫେରେନ୍ସିଂ ମାଧ୍ୟମରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସମୀକ୍ଷା କରିଥିଲେ । କଟକ-ଭୁବନେଶ୍ୱରର ପୋଲିସ କମିଶନର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ, ରେଳବାଇ,…
