ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭି.ଡି.ଓ କନ୍ଫରେନ୍ସିଂ ବୈଠକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭି.ଡି.ଓ କନ୍ଫରେନ୍ସିଂ ବୈଠକ କଟକ(ଏନ୍.ଏମ୍.): ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଆଜି ଅପରାହ୍ନରେ ରାଜ୍ୟର ସମସ୍ତ ଆରକ୍ଷୀ ଅଧିକ୍ଷକ, କଟକ ଓ ରାଉରକେଲାର ରେଳବାଇ ଆରକ୍ଷୀ ଅଧିକ୍ଷକ, ଡି.ସି.ପି ଭୁବନେଶ୍ୱର ଓ ଡି.ସି.ପି କଟକ ଙ୍କ ସମେତ ସମସ୍ତ ରେଂଜ ଆଇ.ଜି ଓ…



