‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉନ୍ନତି ପାଇଁ ସଂଘ ତରଫରୁ ପ୍ରାଥମିକ ପର୍ଯ୍ୟାୟରେ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ
‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉନ୍ନତି ପାଇଁ ସଂଘ ତରଫରୁ ପ୍ରାଥମିକ ପର୍ଯ୍ୟାୟରେ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ ସରକାରଙ୍କ ‘ମୋ ସ୍କୁଲ’ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଜଗତସିଂହପୁର ଜିଲ୍ଲା ବାଲିକୁଦା ଉଚ୍ଚ ବିଦ୍ୟାଳୟ ପୁରାତନ ଛାତ୍ରସଂଘ ତରଫରୁ ଏକ ଜରୁରୀ ବୈଠକ…



