ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବନ୍ଦ ପାଇଁ ମଜଦୁର ସଂଘର ଦାବି
ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବନ୍ଦ ପାଇଁ ମଜଦୁର ସଂଘର ଦାବି କଟକ(ଏନ୍.ଏମ୍.): ଭାରତୀୟ ମଜଦୁର ସଂଘଦ୍ୱାରା ପରିଚାଳିତ ଜାତୀୟ ଧାନ ଗବେଷଣା କେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ ଗଠିତ ଏନ୍.ଆର୍.ଆର୍.ଆଇ. କଣ୍ଟ୍ରାକ୍ଟ ଲେବର ୟୁନିୟନର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇ ଯାଇଛି ।…


