ପୁଣି ଛେଚିବ ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ
ପୁଣି ଛେଚିବ ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ରେଡ୍ ଓ ୧୦ଟିକୁ ଅରେଞ୍ଜ ୱାର୍ଣ୍ଣିଂ ଭୁବନେଶ୍ୱର(ଏନ୍.ଏମ୍.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ଏବେ ଚାନ୍ଦବାଲିର ପଶ୍ଚିମ-ଉତ୍ତରପଶ୍ଚିମରେ ୨୦ କିଲୋମିଟର ଦୂରରେ ଓ କେନ୍ଦୁଝରଗଡ଼ର ପୂର୍ବ-ଦକ୍ଷିଣପୂର୍ବରେ ୧୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ଗତି କରିବ ବୋଲି…
