ଅନଲାଇନ ଫୁଟୱେୟାର ବିକ୍ରିକୁ ଓଡ଼ିଶା ଫୁଟ୍ୱେୟାର ଟ୍ରେଡର୍ସ ଆସୋସିଏସନର ବିରୋଧ
ଅନଲାଇନ ଫୁଟୱେୟାର ବିକ୍ରିକୁ ଓଡ଼ିଶା ଫୁଟ୍ୱେୟାର ଟ୍ରେଡର୍ସ ଆସୋସିଏସନର ବିରୋଧ କଟକ(ଏନ୍.ଏମ୍.): ଅନଲାଇନରେ ଫୁଟୱେୟାର ବ୍ୟବସାୟ ଯୋଗୁଁ ଅଣ ସରକାରୀ ସଂସ୍ଥା ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ଅଭିଯୋଗ ଆଣିଛି ଓଡ଼ିଶା ଫୁଟ୍ୱେୟାର ଟ୍ରେଡର୍ସ ଆସୋସିଏସନ । ଅନଲାଇନରେ ବିଭିନ୍ନ ଅଫର ପ୍ରଦାନ କରାଯାଉଥିବା ଯୋଗୁଁ ବ୍ୟବସାୟିକ ପ୍ରତିଷ୍ଠାନରେ ବିକ୍ରି ଏକ ପ୍ରକାର ଠପ ହୋଇ ଯାଇଛି । ଫଳରେ ସରକାରଙ୍କୁ ଜିଏସଟି ପାଉଣା ପଇଠ କରିବା ଓ କର୍ମଚାରୀଙ୍କ ଚଲାଇବା ଏକ ପ୍ରକାର…
