ନରସିଂହପୁରରେ ବିଶ୍ୱ ବରିଷ୍ଠ ନାଗରିକ ଦିବସ
ନରସିଂହପୁରରେ ବିଶ୍ୱ ବରିଷ୍ଠ ନାଗରିକ ଦିବସ #ନରସିଂହପୁର (ଏନ.ଏମ.): ନରସିଂହପୁର ବ୍ଲକ ଅନ୍ତର୍ଗତ କମଳାଡିହ ଗ୍ରାମର ମା ଭୁବନେଶ୍ୱରୀ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ବିଶ୍ୱ ବରିଷ୍ଠ ନାଗରିକ ଦିବସ କୋଭିଡ କଟକକଣା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଅଧିଷ୍ଟାତ୍ରୀ ଦେବୀ ମା’ ଭୁବନେଶ୍ୱରୀ ଏବଂ ସୋମନାଥ…





