ସ୍ଥାବର ସମ୍ପତ୍ତିର ବଢ଼ିବ ବେଞ୍ଚ ମାର୍କ ଦର : ସଂଶୋଧନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ସ୍ଥାବର ସମ୍ପତ୍ତିର ବଢ଼ିବ ବେଞ୍ଚ ମାର୍କ ଦର : ସଂଶୋଧନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ କଟକ(ଏନ୍‌.ଏମ୍‌.): କରୋନା ମହାମାରୀ ଯୋଗୁ ସ୍ଥଗିତ ରହିଥିବା ଅସ୍ଥାବର ସମ୍ପତ୍ତିର ବେଞ୍ଚମାର୍କ ଦର ସମଗ୍ର ରାଜ୍ୟରେ ଆସନ୍ତାବର୍ଷ ଏପ୍ରିଲ ପହିଲାରୁ ବୃଦ୍ଧି ପାଇବ । ଏଥିପାଇଁ ରାଜ୍ୟର ସବୁ ଅଞ୍ଚଳର ଗାଁ ଓ ସହରଗୁଡ଼ିକରେ ଥିବା ସ୍ଥାବର ସମ୍ପତ୍ତି (କୋଠା, ଜମିବାଡ଼ି)ର ବେଞ୍ଚମାର୍କ ଦର ବୃଦ୍ଧି ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ରାଜସ୍ୱ ପର୍ଷଦ ସଦସ୍ୟ (ବୋର୍ଡ ଅଫ ରେଭନ୍ୟୁ…

Read More

ନବଯୁଗର ସ୍ରଷ୍ଟା ଭଗବତୀ ପାଣିଗ୍ରାହୀଙ୍କ ସ୍ମୃତି ପୀଠରେ ଶ୍ରଦ୍ଧାଞ୍ଜଳି

ନବଯୁଗର ସ୍ରଷ୍ଟା ଭଗବତୀ ପାଣିଗ୍ରାହୀଙ୍କ ସ୍ମୃତି ପୀଠରେ ଶ୍ରଦ୍ଧାଞ୍ଜଳି କଟକ(ଏନ୍‌.ଏମ୍‌.): ଓଡିଶାରେ ନବଯୁଗର ସାମ୍ୟବାଦୀ ଆନ୍ଦୋଳନର ଭଗିରଥ, ଓଡିଆ ପ୍ରଗତିଶୀଳ ସାହିତ୍ୟେର ମାକ୍ସର୍ବାଦୀ ଚେତନାର ପ୍ରବତ୍ତର୍କ ତଥା ଓଡିଶାରେ କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା ସମ୍ପାଦକ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୮ତମ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ସତୀଚଉରା ସ୍ଥିତ ପ୍ରଖ୍ୟାତ ଜନନେତାଙ୍କ ସ୍ମୃତିପୀଠରେ ଦଳମତ ନିର୍ବିଶେଷେର ବହୁ ବିଶିଷ୍ଟ ବ୍ୟକ୍ତି, ସାଥୀ, ସମର୍ଥକ ଓ ଶେୁଭଚ୍ଛୁ ସମବେତ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Read More

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ ଆଠଗଡ଼ (ଏନ୍‌.ଏମ୍‌.): ବିକ୍ଷୋଭ ପ୍ରଦର୍ଶନ ବେଳେ କଟକ ଜିଲ୍ଲା ନରସିଂହପୁର ଥାନାରେ ଧଶେଇ ପଶିବା ଘଟଣାରେ ପୁଲିସ୍ ତିନି ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପି ନେତା ବିଜୟ କୁମାର ଦଳବେହେରା, ତାଙ୍କ ଭାଇ ଓ ଅନ୍ୟ ଜଣେ ସମର୍ଥକ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଗତ ଗୁରୁବାର ବିଳମ୍ବିତ ରାତିରେ ନରସିଂହପୁର ଥାନା ପୁଲିସ ବଡମ୍ବା…

Read More