ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର

ପାଟକୁରା ନୂଆପଡା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୩ ଗୁରୁତ୍ୱର #କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ପାଟକୁରା ଥାନା ଅଧୀନ ନୂଆପଡା ବଜାରରେ ଆଜି ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ଘଟିଛି । ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର ୩ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ତେବେ ପୁଲିସ ଏ ନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦେଇ ନଥିବାବେଳେ ଆହତମାନଙ୍କ ସମ୍ପର୍କରେ ମଧ୍ୟ କୌଣସି ସୂଚନା ମିଳି ନାହିଁ । ଅନ୍ୟପକ୍ଷରେ ପତିଆରା ବିସ୍ତାର…

Read More

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ

ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସ୍ୱେଚ୍ଛାକୃତ ଶ୍ରମଦାନ ଓ ସଫେଇ #ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଆଞ୍ଚଳିକ ସାମାଜିକ ସଂଗଠନ ପକ୍ଷରୁ ସଭାପତି ହରିହର ପଣ୍ଡାଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ନିମପୁର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ଓ ଚତୁଃପାର୍ଶ୍ୱରେ ସଫେଇ କାର୍ଯ୍ୟକ୍ରମ କରି ଏକ ଘଣ୍ଟା ଶ୍ରମଦାନ କରିଥିଲେ । ଏହି ମେଡିକାଲକୁ ବହୁ ଲୋକ ସ୍ୱାସ୍ଥ୍ୟସେବା, ଫିଜିଓଥେରାପି, ଓ କୋଭିଡ ଟୀକା ଇତ୍ୟାଦି ପାଇଁ ପ୍ରତ୍ୟେହ ଆସିଥାଆନ୍ତି । ମେଡିକାଲର ଚତୁଃପାର୍ଶ୍ୱରେ ଅନାବନା ଗଛ, ଲତା…

Read More

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି

୨୯ରେ ଭୁବନେଶ୍ୱରରେ ପହଁଚିବ ବିଜୟ ମଶାଲ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି #ଭୁବନେଶ୍ୱର (ଏନ୍‌.ଏମ୍‌.): ୧୯୭୧ ମସିହାରେ ସଂଘଠିତ ପାକିସ୍ତାନ ଉପରେ ଭାରତର ବିଜୟ ଲାଭର ୫୦ ବର୍ଷ ପୂର୍ତ୍ତିି ପାଳନ ଉପଲକ୍ଷେ ଅକ୍ଟୋବର ୨୦ରୁ ନଭେମ୍ବର ୭ ପର୍ଯ୍ୟନ୍ତ ଓଡିଶାରେ ଅମର ଯବାନ ଜ୍ୟୋତିର ସ୍ୱର୍ଣ୍ଣିମ ବିଜୟ ମଶାଲ ଆସନ୍ତା କାଲି ୨୯ ତାରିଖରେ ଭୁବନେଶ୍ୱରରେ ପହଁଚିବ । ଏହି ବିଜୟ ମଶାଲ ତଥା ୧୯୭୧ ଯୁଦ୍ଧର ବୀର ଯବାନମାନମାନଙ୍କ ସମ୍ମାନ ପ୍ରଦର୍ଶନ ନିମନ୍ତେ ଭୁବନେଶ୍ୱର…

Read More

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ

ସୋସିଆଲ ମିଡ଼ିଆରେ ଦେଶ ବିରୋଧି ପୋଷ୍ଟ କରି ଯୁବକ ଗିରଫ ଜଗତପୁର (ଏନ୍‌.ଏମ୍‌.):ଦେଶ ବିରୋଧି ମନ୍ତବ୍ୟ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ଅଭିଯୋଗରେ ଜଗତପୁର ପୋଲିସ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ପଶ୍ଚିମ ଛକ (ସାତବାଟିଆ) ଗ୍ରାମର ମହମ୍ମଦ ଅରମାନ୍ (୨୦) ବୋଲି ଜଣାପଡ଼ିଛି । ଅରମାନ୍ ନିକଟରୁ ପୋଲିସ ଏକ ମୋବାଇଲ ଫୋନ ଜବତ କରିଛି । ପୋଲିସ୍ ସୂଚନା ମୁତବକ, ଭାରତ ଓ ପାକିସ୍ଥାନ ମଧ୍ୟରେ ଗତ…

Read More

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ

ବହିଷ୍କୃତ କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଫିଟୁଛି ଗୁମର: ଭିଜିଲାନ୍ସ ଚଢ଼ାଉ ପକ୍ଷରୁ ଚଢ଼ାଉ ଭୁବନେଶ୍ୱର (ଏନ୍‌.ଏମ୍‌.): ଗିରଫ ହେବା ପରେ ଚାକିରିରୁ ବହିଷ୍କୃତ ହୋଇଥିବା କନଷ୍ଟେବଲ୍ ପ୍ରସନ୍ନ ବେହେରାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତାଙ୍କ ଘର ସମେତ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍ ଏକ ସଙ୍ଗେ ଚଢ଼ାଉ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ପ୍ରସନ୍ନଙ୍କ କଳ୍ପନା ସ୍ଥିତ ବାସଭବନ, ଡୁମଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର, ଲିଙ୍ଗିପୁରର ଶାନ୍ତିବିହାର…

Read More

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ

ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ କଟକ(ଏନ୍‌.ଏମ୍‌.): କଟକ ମୁଣ୍ଡଳୀ ବ୍ରିଜ ଉପରେ ଆଜି ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି । ଜଣେ ଯୁବକ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ୍ ରଖି ମହାନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି । ଦୀର୍ଘ ସମୟ ଧରି ଅଗ୍ନିଶମ ବାହିନୀର ଓଡ୍ରାଫ ଟିମ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିନାହିଁ । ନଦୀକୁ ଡିଆଁ ମାରିବାର କାରଣ ଜଣାପଡ଼ିନଥିଲେ…

Read More