ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ; ତାଙ୍କ ସହ ରେଳ ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନବେ ମଧ୍ୟ ଉପସ୍ଥିତଥିଲେ । ତେବେ ଏହି ସାକ୍ଷାତ ଆଲୋଚନା ବେଳେ ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି । ତା’ ସହିତ ସୁନ୍ଦରଗଡ଼ରେ ଏନଟିପିସି…
