ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ
ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ରଖି ମହାନଦୀକୁ ଡେଇଁଲେ ଯୁବକ କଟକ(ଏନ୍.ଏମ୍.): କଟକ ମୁଣ୍ଡଳୀ ବ୍ରିଜ ଉପରେ ଆଜି ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି । ଜଣେ ଯୁବକ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ୍ ରଖି ମହାନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି ।…












