ବିଜୁ କୃଷକ ବିକାଶ ଯୋଜନାରେ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଚୟନ କମିଟି ବୈଠକ ୨୯୧୧ଟି ପ୍ରକଳ୍ପ ନିର୍ମାଣ ପାଇଁ ପ୍ରସ୍ତାବ ଅନୁମୋଦନ ଭୁବନେଶ୍ୱର(ଏନ୍.ଏମ୍.): ବିଜୁ କୃଷକ ବିକାଶ ଯୋଜନାରେ ବିଭିନ୍ନ ପ୍ରକାର ଉଠାଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟସ୍ତରୀୟ ଚୟନ କମିଟି(ସ୍କ୍ରିନିଂ କମିଟି)ର ୨୨ତମ ବୈଠକ ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୨୯୧୧ଟି ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ(କ୍ଲିପ) ନିର୍ମାଣ…
