ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ
ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବ #କଟକ(ଏନ୍.ଏମ୍.): ସ୍ୱେଚ୍ଛାସେବୀ ଅନୁଷ୍ଠାନ ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟ ପକ୍ଷରୁ ତୃତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ସହିଦ ଭବନରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବକୁ ରୁଚି ଉଦ୍ୟୋଗର ପ୍ରତିଷ୍ଠାତା ଡକ୍ଟର ଶରତ ଚନ୍ଦ୍ର ସାହୁ ଉଦ୍ଘାଟନ କରିଥିବାବେଳେ ମୁଖ୍ୟଅତିଥି ଭାବେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ଟ୍ରଷ୍ଟ ପକ୍ଷରୁ କଟକ ସହରରେ ଅନେକ ଅତୁଳନୀୟ ସମାଜ ସେବା କାର୍ଯ୍ୟକ୍ରମ କରାଯାଇଛି ଯାହା…
