ଓଡିଶା ମେଡିକାଲ କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ଓଡିଶା ମେଡିକାଲ କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର କଟକ(ଏନ୍.ଏମ୍.): ଓଡିଶା ମେଡିକାଲ କର୍ମଚାରୀ ସଂଘ ପକ୍ଷରୁ କର୍ମକର୍ତ୍ତାଙ୍କ ବିଭିନ୍ନ ସମସ୍ୟା ବିଷୟରେ ବହୁବାର ସମାଧାନ ପାଇଁ ଜଣାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୁଫଳ ମିଳିପାରି ନାହିଁ । ଏହି ଅବସରରେ ସଂଘ ପକ୍ଷରୁ ସର୍ବସମ୍ମତି ନିଷ୍ପତିକ୍ରମେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କଟକ ଜିଲ୍ଲାପାଳଙ୍କ ଜରିଆରେ ୧୦ ଦଫା ଦାବି ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଦାବିଗୁଡିକ ମଧ୍ୟରେ କର୍ମଚାରୀଙ୍କ ବୟସ ସୀମା ୬୦ରୁ…
