ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ: ନଭେମ୍ବର ୭ ଓ ୨୧ତାରିଖରେ ବୁଥରେ ସ୍ୱତନ୍ତ୍ର ଅଭିଯାନ

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ: ନଭେମ୍ବର ୭ ଓ ୨୧ତାରିଖରେ ବୁଥରେ ସ୍ୱତନ୍ତ୍ର ଅଭିଯାନ କଟକ(ଏନ୍‌.ଏମ୍‌.): ଜାନୁଆରୀ ୧ତାରିଖକୁ ଯୋଗ୍ୟତା ଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି କଟକ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ସୀକୃତିପ୍ରାପ୍ତ ରାଜନୈତିକ ଦଳମାନଙ୍କ ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।…

Read More

ନିର୍ବାଚନକୁ ନେଇ ସର୍ବ ଦଳୀୟ ବୈଠକ: ମଦମୁକ୍ତ ନିର୍ବାଚନ, ପ୍ରଚାର ଖର୍ଚ୍ଚ ୨ଗୁଣ ବୃଦ୍ଧି ପାଇଁ ପ୍ରସ୍ତାବ

ନିର୍ବାଚନକୁ ନେଇ ସର୍ବ ଦଳୀୟ ବୈଠକ: ମଦମୁକ୍ତ ନିର୍ବାଚନ, ପ୍ରଚାର ଖର୍ଚ୍ଚ ୨ଗୁଣ ବୃଦ୍ଧି ପାଇଁ ପ୍ରସ୍ତାବ ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି । ସର୍ବଦଳୀୟ ବୈଠକରେ ୪ ପ୍ରସ୍ତାବ ଉପସ୍ଥାପିତ ହୋଇଛି । ଚଳିତ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ସହ ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକରେ ପ୍ରସ୍ତାବ ଉପସ୍ଥାପନ ହୋଇଛି । ମଦମୁକ୍ତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକରେ ପ୍ରସ୍ତାବ ଆସିଥିଲା…

Read More

ପେଟ୍ରୋଲ ଡିଜେଲ ଉପରୁ ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର

ପେଟ୍ରୋଲ ଡିଜେଲ ଉପରୁ ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ପୁଣି ହ୍ରାସ ପାଇଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଉପରୁ ରାଜ୍ୟ ସରକାର ଭାଟ କମାଇବା ପରେ ତେଲ ଦର ଆହୁରି କମିବ ବୋଲି ଜଣାପଡ଼ିଛି । ରାଜ୍ୟସରକାର ଭାଟ କମାଇବା ପରେ ନୂତନ ଦର ଆଜିଠାରୁ ଲାଗୁ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପେଟ୍ରୋଲ…

Read More