ରାଜଧାନୀ ରାସ୍ତାରେ ସାହସ ଦେଖାଇଥିବା କଟକ ଝିଅ ପ୍ରଜ୍ଞାଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ମୋକିମ
ରାଜଧାନୀ ରାସ୍ତାରେ ସାହସ ଦେଖାଇଥିବା କଟକ ଝିଅ ପ୍ରଜ୍ଞାଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ ମୋକିମ କଟକ(ଏନ୍.ଏମ୍.): ଗତ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରର ରାଜ ରାସ୍ତାରେ ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ସାହସିକତାର ସହ ଜଣେ ଲୁଟେରାକୁ କଟକ ବାଦାମବାଡ଼ି ଥାନା ଅନ୍ତର୍ଗତ ଝାଞ୍ଜିରିମଙ୍ଗଳା ଅଞ୍ଚଳର ଝିଅ ପ୍ରଜ୍ଞା ରାୟ ଜୋର ଜବରଦସ୍ତ କାବୁ କରି ସାଧାରଣରେ ପ୍ରଶଂସିତ ହୋଇଛନ୍ତି । ଏହି ଅବସରରେ ବାରବାଟୀ-କଟକ ବିଧାୟକ ଇଂ.ମହମ୍ମଦ ମୋକିମ ପ୍ରଜ୍ଞାଙ୍କୁ ତାଙ୍କର ଅସୀମ ଧୈର୍ଯ୍ୟ ଓ ସାହସିକତା…
