ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସମ୍ପୂର୍ଣ୍ଣ ସ୍ୱୟଂ ଚାଳିତ ଅତ୍ୟାଧୁନିକ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସମ୍ପୂର୍ଣ୍ଣ ସ୍ୱୟଂ ଚାଳିତ ଅତ୍ୟାଧୁନିକ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ଲୋକାର୍ପିତ କଟକ(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ କଟକ ଜିଲ୍ଲାର ଅରିଲୋ ଠାରେ ଦୈନିକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଅତ୍ୟାଧୁନିକ ଓମଫେଡ଼ ଡାଇରି ପ୍ଳାଣ୍ଟ ଲୋକାର୍ପିତ ହୋଇଯାଇଛି । ଏଠାରୁ ଦୈନିକ ୫ ଲକ୍ଷ ଲିଟର କ୍ଷୀରର ପ୍ରକ୍ରିୟାକରଣ କରାଯାଇପାରିବ । ଏହାଦ୍ୱାରା ରାଜ୍ୟର ୬…
