ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ

ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ କଟକ(ଏନ୍‌.ଏମ୍‌.): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଥିବା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ ଆସନ୍ତା ଡିସେମ୍ବର ୧୦ତାରିଖ ସୁଦ୍ଧା ହୋଇପାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଯଦି କୌଣସି ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ରରେ ତ୍ରୁଟି ଥାଏ, ତେବେ ସମ୍ପୃକ୍ତ ହାଇସ୍କୁଲର ପ୍ରଧାନଶିକ୍ଷକ ବୋର୍ଡର ଆଞ୍ଚଳିକ କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି । ପ୍ରଧାନ ଶିକ୍ଷକମାନେ ସଂଶୋଧନ ଫର୍ମ ପୂରଣ କରି ଆଡମିଶନ ରେଜିଷ୍ଟର,…

Read More

ପାଗା ଗ୍ରାହକ ସେବା କେନ୍ଦ୍ର ଡକାୟତି ଘଟଣା: ୪ଗିରଫ, ଲକ୍ଷେ ଟଙ୍କା ସହ ବନ୍ଧୁକ ଜବତ

ପାଗା ଗ୍ରାହକ ସେବା କେନ୍ଦ୍ର ଡକାୟତି ଘଟଣା: ୪ଗିରଫ, ଲକ୍ଷେ ଟଙ୍କା ସହ ବନ୍ଧୁକ ଜବତ #କଟକ(ଏନ୍‌.ଏମ୍‌.): ବହୁ ଚର୍ଚ୍ଚିତ ପାଗା ଗ୍ରାହକସେବା କେନ୍ଦ୍ରରୁ ଡକାୟତି କରିବା ଘଟଣାରେ ଏକ ଆନ୍ତଃଜିଲ୍ଲା ଡକାୟତି ଦଳର ୪ ଜଣଙ୍କୁ ଜଗତପୁର ଥାନା ପୁଲିସ ଗିରଫ କରିଛି । ଅଭିଯୁକ୍ତମାନେ ଟାଙ୍ଗୀ ଥାନା ଗୋବିନ୍ଦପୁର ଅଞ୍ଚଳର ଦୁଇ ଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ ଓରଫ କ୍ଷୀରୋଦ ଚନ୍ଦ୍ର ସେଠୀ(୨୦)ଙ୍କ ସମେତ ଚିକୁ ଓରଫ ଖଗେଶ୍ୱର ଜେନା(୨୭),…

Read More

କୋଣାର୍କ ଉତ୍ସବ-୨୦୨୧: ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରଦର୍ଶିତ ହେବ ୬ପ୍ରକାର ଶାସ୍ତ୍ରୀୟ ନୃତ୍ୟ

କୋଣାର୍କ ଉତ୍ସବ-୨୦୨୧: ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରଦର୍ଶିତ ହେବ ୬ପ୍ରକାର ଶାସ୍ତ୍ରୀୟ ନୃତ୍ୟ #କୋଣାର୍କ (ଏନ୍‌.ଏମ୍‌.): କୋଭିଡ କଟକଣା ମଧ୍ୟରେ ଡିସେମ୍ବର ୧ତାରିଖରୁ ୫ତାରିଖ ପର୍ଯ୍ୟନ୍ତ ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିରର ଉତ୍ତର ପାଶ୍ୱର୍ରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଅନୁଷ୍ଠିତ ହେବ ଭରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ମହାକୁମ୍ଭ କୋଣାର୍କ ଉତ୍ସବ-୨୦୨୧ । ରାଜ୍ୟ ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ସହାୟତାରେ ୩୧ ବର୍ଷଧରି ନିରବଛିନ୍ନ ଭାବରେ ଏହି…

Read More

କରୋନା କଟକଣା: ଏଥର ପଞ୍ଚକରେ ଶ୍ରଦ୍ଧାଳୁଙ୍କ ପାଇଁ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା, ପୂର୍ଣ୍ଣମୀ ପର୍ଯ୍ୟନ୍ତ ୧୪୪ ଧାରା

କରୋନା କଟକଣା: ଏଥର ପଞ୍ଚକରେ ଶ୍ରଦ୍ଧାଳୁଙ୍କ ପାଇଁ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା, ପୂର୍ଣ୍ଣମୀ ପର୍ଯ୍ୟନ୍ତ ୧୪୪ ଧାରା #ଆଠଗଡ଼(ଏନ୍‌.ଏମ୍‌.): କରୋନା ସଂକ୍ରମଣ ଯୋଗୁଁ ସମସ୍ତ ପର୍ବପର୍ବାଣୀ ପାଳନ ଉପରେ ପ୍ରଶାସନିକ କଟକଣା ଲଗାଯାଇଛି । ସମ୍ପ୍ରତି କରୋନାର ସଂକ୍ରମଣ ନିୟନ୍ତ୍ରଣାଧିନ ଥିଲେ ମଧ୍ୟ ପୁଣି ବୃଦ୍ଧି ପାଇବା ଆଶଙ୍କାରେ ସରକାର ଓ ପ୍ରଶାସନ ପକ୍ଷରୁ କଟକଣାକୁ ବଳବତ୍ତର ରଖାଯାଇଛି । ବିଶେଷ କରି ପୂର୍ବଭଳି କଟକଣାକୁ କୋହଳ କରାଯାଇଥିଲେ ମଧ୍ୟ ବହୁ ଜନସମାଗମ ଉପରେ ଅଙ୍କୁଶ…

Read More