ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ
ଡିସେମ୍ବର ୧୦ ତାରିଖ ସୁଦ୍ଧା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ କଟକ(ଏନ୍.ଏମ୍.): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଥିବା ମାଟ୍ରିକ ପ୍ରମାଣପତ୍ର ସଂଶୋଧନ ଆସନ୍ତା ଡିସେମ୍ବର ୧୦ତାରିଖ ସୁଦ୍ଧା ହୋଇପାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଯଦି କୌଣସି ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ରରେ ତ୍ରୁଟି ଥାଏ, ତେବେ…




