ଚୌଦ୍ୱାର-କଟକ ଉନ୍ନୟନ ପରିଷଦ ପକ୍ଷରୁ ପଦ୍ମଶ୍ରୀ ଉଚ୍ଛବ ଚରଣ ଦାସଙ୍କୁ ସମ୍ବର୍ଦ୍ଧନା
ଚୌଦ୍ୱାର - କଟକ ଉନ୍ନୟନ ପରିଷଦ ପକ୍ଷରୁ ପଦ୍ମଶ୍ରୀ ଉଚ୍ଛବ ଚରଣ ଦାସଙ୍କୁ ସମ୍ବର୍ଦ୍ଧନା ଚୌଦ୍ୱାର(ଏନ୍.ଏମ୍.): ଘୋଡାନାଚ ବିଶାରଦ ଉଚ୍ଛବ ଚରଣ ଦାସ ମହାମହୀମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ପଦ୍ମଶ୍ରୀ ଉପାଧି ପ୍ରାପ୍ତ ହୋଇଥିବାରୁ ଚୌଦ୍ୱାର - କଟକ ଉନୟନ୍ନ ପରିଷଦ ପକ୍ଷରୁ ତାଙ୍କୁ ଚୌଦ୍ୱାର ଟାଉନ…


