ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା
ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା କଟକ/ଭୁବନେଶ୍ୱର(ଏନ୍.ଏମ୍.): କଟକ ସଦର ବ୍ଲକ ଅନ୍ତର୍ଗତ ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟଠାରେ ରବିବାର ଶିଶୁ ଦିବସ ପାଳନ ଅବସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବା ସହିତ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀମାନଙ୍କୁ ରଘୁନାଥ ଦାଶ ସ୍ମୃତି…
