ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା
ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ: କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା କଟକ/ଭୁବନେଶ୍ୱର(ଏନ୍.ଏମ୍.): କଟକ ସଦର ବ୍ଲକ ଅନ୍ତର୍ଗତ ଉତ୍ତରକୂଳ ବାପୁଜୀ ସ୍ମାରକୀ ଉଚ୍ଚ ବିଦ୍ୟାଳୟଠାରେ ରବିବାର ଶିଶୁ ଦିବସ ପାଳନ ଅବସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସୂଚନା ଓ…





