୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ: ଖୋର୍ଦ୍ଧା ଜିଲ୍ଲାର ୩୮ଟି ସ୍କୁଲର ରୂପାନ୍ତରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ: ଖୋର୍ଦ୍ଧା ଜିଲ୍ଲାର ୩୮ଟି ସ୍କୁଲର ରୂପାନ୍ତରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର (ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମାଲକାନଗିରି, ଝାରସୁଗୁଡା, କଳାହାଣ୍ଡି, ମୟୂରଭଞ୍ଜର ଓ ଖୋର୍ଦ୍ଧା ଆଦି ୫ଟି ଜିଲ୍ଲାର ୧୫୮ଟି ହାଇସ୍କୁଲର ରୂପାନ୍ତରଣକୁ ଲୋକାର୍ପଣ କରିଛନ୍ତି । ସେଥି ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲ୍ଲାର ୩୮ଟି ସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା । ଲୋକସେବା ଭବନରୁ ଆଭାସୀ ମାଧ୍ୟମରେ ଏହି ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିବା…
