ଗ୍ୟାସ ଦର ବୃଦ୍ଧିକୁ ନେଇ କେନ୍ଦ୍ର ବିରୋଧରେ କଟକ ବିଜେଡିର ରଣ ହୁଙ୍କାର
ଗ୍ୟାସ ଦର ବୃଦ୍ଧିକୁ ନେଇ କେନ୍ଦ୍ର ବିରୋଧରେ କଟକ ବିଜେଡିର ରଣ ହୁଙ୍କାର କଟକ(ଏନ୍.ଏମ୍.): ଦୀର୍ଘଦିନ ପରେ ବିଜୁ ଜନତା ଦଳ କେନ୍ଦ୍ରର ବିଜେପି ସରକାର ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛି । ପେଟ୍ରୋଲ୍ ଡିଜେଲ୍ ସହ ରନ୍ଧନ ଗ୍ୟାସ ଦର ଅହେତୁକ ଭାବେ ବୃଦ୍ଧି ପାଇଥିବାରୁ କେନ୍ଦ୍ରର ବିଜେପି…





