ସହିଦନଗର ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ
ସହିଦନଗର ଓଡିଶା ବ୍ୟାଡମିଣ୍ଟନ ଏକାଡେମି ପରିଦର୍ଶନ କଲେ ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ପି. ଗୋପିଚାନ୍ଦ #ଭୁବନେଶ୍ୱର(ଏନ୍.ଏମ୍.): ବିଶିଷ୍ଟ ବ୍ୟାଡମିଣ୍ଟନ ତାରକା ତଥା ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଏବଂ ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ପି. ଗୋପିଚାନ୍ଦ ଆଜି ପୂର୍ବାହ୍ନରେ ସହିଦନଗରସ୍ଥିତ ଓଡିଶା ବ୍ୟାଡମିଣ୍ଟନ ଏକାଡେମୀ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ ସେ ଏଠାକାର ପ୍ରଶିକ୍ଷାର୍ଥୀ, ବୈଷୟିକ କର୍ମଚାରୀ ଓ କୋଚମାନଙ୍କ ସହ ତାଲିମ ଓ ଅନ୍ୟାନ ବିଷୟରେ ଆଲୋଚନା କରିଥିଲେ । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା…
