ମୋଦିଙ୍କୁ ଚିଠି ଲେଖିଲେ ନବୀନ: ‘ଆହୁରି ୮ ମାସ ମାଗଣା ରାସନ ଦିଅ’
ମୋଦିଙ୍କୁ ଚିଠି ଲେଖିଲେ ନବୀନ: ‘ଆହୁରି ୮ ମାସ ମାଗଣା ରାସନ ଦିଅ’ ଭୁବନେଶ୍ୱର (ଏନ୍.ଏମ୍.): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏୱାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଦେଇଛନ୍ତି । ପୂର୍ବ ଘୋଷଣା ମୁତାବକ ୭ ମାସ ମାଗଣା ରାସନ୍ ଦିଆଯାଇଥିବା ବେଳେ ଆହୁରି ୮ ମାସ ଏହାକୁ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ସମ୍ପ୍ରତି ରାଜ୍ୟରେ ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଭାବେ ଦୂର…
