ପେଟ୍ରୋଲ ଡିଜେଲ ଉପରୁ ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର
ପେଟ୍ରୋଲ ଡିଜେଲ ଉପରୁ ଭାଟ କମାଇଲେ ରାଜ୍ୟ ସରକାର, ଲାଗୁ ହେଲା ନୂଆ ଦର ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟରେ ପୁଣି ହ୍ରାସ ପାଇଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଉପରୁ ରାଜ୍ୟ ସରକାର ଭାଟ କମାଇବା ପରେ ତେଲ ଦର ଆହୁରି କମିବ ବୋଲି ଜଣାପଡ଼ିଛି । ରାଜ୍ୟସରକାର ଭାଟ କମାଇବା ପରେ ନୂତନ ଦର ଆଜିଠାରୁ ଲାଗୁ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପେଟ୍ରୋଲ…
