ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ : ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌

ମହିଳା ଏସ୍‌ଏଚ୍‌ଜିମାନଙ୍କୁ ଉଦ୍ୟୋଗିତା ନିମନ୍ତେ ପ୍ରୋତ୍ସାହନ ପ୍ରତି ବ୍ଲକ୍‌ରେ ସ୍ଥାପନ ହେବ ଛତୁଆ ପ୍ରସ୍ତୁତ ୟୁନିଟ୍‌ ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱୟଂ ସହାୟିକା ଗୋଷ୍ଠୀଗୁଡ଼ିକ ଜରିଆରେ ମହିଳାମାନଙ୍କୁ ଉଦ୍ୟୋଗ ପ୍ରତି ପ୍ରୋତ୍ସାହିତ କରିବା ଏବଂ ଗୁଣାତ୍ମକ ଛତୁଆ ପ୍ରସ୍ତୁତ କରିବା ପାଇଁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଜ୍ୟର ୩୧୪ଟି ବ୍ଲକ୍‌ରେ ଛତୁଆ ପ୍ରସ୍ତୁତ ୟୁନିଟ୍ ସ୍ଥାପନ ପାଇଁ ପଦକ୍ଷେପ ଗ୍ରହଣ କରିଛି । ଏହି ଛତୁଆ ପ୍ରସ୍ତୁତି କେନ୍ଦ୍ରଗୁଡ଼ିକ ଆସନ୍ତା…

Read More

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଆଦିବାସୀ ସେଙ୍ଗଲ ଅଭିଯାନ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଆଦିବାସୀ ସେଙ୍ଗଲ ଅଭିଯାନ କଟକ(ଏନ୍‌.ଏମ୍‌.): ଭାରତ ଭଳି ଗୋଟିଏ ଧର୍ମନିରପେକ୍ଷ ରାଷ୍ଟ୍ରରେ ଜୋର ଜବରଦସ୍ତ ଧର୍ମବିଧି ତଥା ପୂଜା ପଦ୍ଧତି ଲଦି ଦିଆଯାଉଥିବା ଅଭିଯୋଗରେ ଆଦିବାସୀ ସେଙ୍ଗଲ ଅଭିଯାନ ପକ୍ଷରୁ ପ୍ରତିବାଦ କରାଯାଇଛି । ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଆରଏସଏସ ଏବଂ ଲୁଗୁବୁର ଘାଣ୍ଟାବାଳି କମିଟିର ଧର୍ମକୁ ନେଇ ଜୋର ଜବରଦସ୍ତ କରିବା ଘଟଣାକୁ ନିନ୍ଦା କରାଯିବା ସହ ଅଭିଯାନର କଟକ ଶାଖା ପକ୍ଷରୁ ସ୍ଥାନୀୟ ସେକ୍ଟର ୧୩ସ୍ଥିତ…

Read More