କଟକରେ ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ
କଟକରେ ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ କଟକ(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଖବରକାଗଜ ହକରମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ ଭିଡ଼ିଓ କନ୍ଫରେନସିଙ୍ଗ ଜରିଆରେ କରିଛନ୍ତି । ଏହି ଅବସରରେ ପ୍ରତ୍ୟେକ ହକରମାନଙ୍କୁ ୬୦୦୦ଟଙ୍କା ସହାୟତା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଜରିଆରେ ପ୍ରଦାନ କରାଯାଇଛି । ଆଜି ଏହି ପରିପ୍ରେକ୍ଷୀରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ସହିଦ ଭବନ ପ୍ରେକ୍ଷାଳୟ ଠାରେ କଟକ ଜିଲ୍ଲାର…
