ସଂଗ୍ରାମ କେଶରୀ ସାମନ୍ତରାୟ ପାଇଲେ ଉତ୍କଳ ବାଗ୍ମୀ ଭୂଷଣ ସମ୍ମାନ
ସଂଗ୍ରାମ କେଶରୀ ସାମନ୍ତରାୟ ପାଇଲେ ଉତ୍କଳ ବାଗ୍ମୀ ଭୂଷଣ ସମ୍ମାନ ବାଲେଶ୍ୱର (ଏନ୍.ଏମ୍.): ମୋ ଅନୁଷ୍ଠାନ ସାହିତ୍ୟ ସଂସଦ, ଆଳଦା, ଖଇରା ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳନ ଅବସରରେ ରାଜ୍ୟସ୍ତରୀୟ ସମର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ସଂଗ୍ରାମ କେଶରୀ ସାମନ୍ତରାୟଙ୍କୁ ଉତ୍କଳ ବାଗ୍ମୀ ଭୂଷଣ ସମ୍ମାନ-୨୦୨୧ ପ୍ରଦାନ କରାଯାଇଛି । ସେ ଜୟଗୁର କଲୋନୀ ବିଡାନାସୀ ନିବାସୀ । ସମ୍ପ୍ରତି ସେ ଓଡ଼ିଶା ଅର୍ଥ ସେବା ଅଧିକାରୀ ରୂପେ କାର୍ଯ୍ୟରତ । ସେ ତାଙ୍କର…
